ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ଦିନ ୧୧ଟାରେ ପୁରୀ ପୌର ସଦନରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶୃଙ୍ଖଳିତ ରଥଯାତ୍ରା ନେଇ ହେବ ବିସ୍ତୃତ ଆଲୋଚନା । ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ ।

ରାସ୍ତାଘାଟ, ପରିମଳ, ସ୍ୱାସ୍ଥ୍ୟ,ସୁରକ୍ଷା, ପରିବହନ, ରେଳ ଚଳାଚଳ ଆଦି ଅନେକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯିବ। ଅନ୍ୟପଟେ ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଆଇନଶୃଙ୍ଖନା ବ୍ୟବସ୍ଥା ଓ ରଥଯାତ୍ରାକୁ ନେଇ ତମାମ୍ ବ୍ୟବସ୍ଥାବଳୀ ଉପରେ ବୈଠକରେ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ