Masthead

ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦିନ ୨ଟା ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ । ଶ୍ରୀମନ୍ଦିରରେ ସେନାପଟା ନୀତି ଯୋଗୁଁ ବନ୍ଦ ରହିବ । ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ପୂର୍ବରୁ ଦଇତାପତି ସେବାୟତମାନେ ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ସେନାପଟା ଲାଗି ଓ ବାହୁଟକଣ୍ଟ ନୀତି ସମ୍ପାଦିତ କରିବା ପରେ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିବେ ଚତୁର୍ଦ୍ଧାବିଗ୍ରହ ।

ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାବିଗ୍ରହ । ଏନେଇ ପାରମ୍ପରିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ସମ୍ପର୍ଣ୍ଣ ହୋଇଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହଙ୍କ ବାହୁକଣ୍ଟ ଓ ଚାରମାଳ ବନ୍ଧା ନୀତି ସମ୍ପର୍ଣ୍ଣ ହୋଇଛି । ଆଜି ସେନାପଟା ଲାଗି ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ