Masthead

ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା । ଶଙ୍ଖ ଛାଡି ପଦ୍ମ ଧରିଲେ ତେନ୍ତୁଳିଖୁଣ୍ଟା ବିଜେଡି ନେତା ଓ କର୍ମୀ । ବିଜେପିରେ ଯୋଗଦେଲେ ଅଧକ୍ଷ, ଉପାଧକ୍ଷ, ସରପଞ୍ଚ ଓ ସମିତିସଭ୍ୟା । ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ଧରିଲେ ପଦ୍ମ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ନିଲେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜନ୍ଦ୍ରେ ବିଶୋଇ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେମାନଙ୍କ ସମେତ ଅମଳାଭଟା ଗ୍ରାମପଂଚାୟତ ସମିତି ସଭ୍ୟା ବିଦୁସ୍ମିତା ଜାନି, କାମତା ପଂଚାୟତ ସମିତି ସଭ୍ୟା, ମଂଚାଗାଁ ପଂଚାୟତ ସରପଂଚ ତିରୁପତି ମହାନ୍ତି, ବିଜେଡି କର୍ମୀ ଜି.ସତ୍ୟମ ନାଇଡୁ, ଗୋଲକ ନାୟକ, ସିନ୍ଦୁ ନାୟକ, ଲମ୍ବୋଦର ନାୟକ, ପୁରଷୋତମ ଜାନି, ପଦଲାମ ସଗରିଆ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି