Masthead

ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ

ଉତ୍ତରାଖଣ୍ଡ(ବଡ଼ ବଖର ବ୍ୟୁରୋ) ପୁଣି ବଡ଼ ଦୁର୍ଘଟଣା ମଝି ଅକାଶରେ କ୍ରାସ୍ ହେଲା ହେଲିକପ୍ଟର । । ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ ୭ ମୃତ । କେଦାରନାଥ ନିକଟ ଗୌରୀକୁଣ୍ଡରେ ଦୁର୍ଘଟଣା ହେଲିକପ୍ଟରରେ ଥିବା ୭ ଜଣଙ୍କ ମୃତ୍ୟୁ । ପାଇଲଟକୁ ମିଶାଇ ହେଲିକପ୍ଟରରେ ଥିଲେ ୭ ଯାତ୍ରୀ । ଖରାପ ପାଗ ପାଇଁ ହେଲିକପ୍ଟର କ୍ରାସ ଅନୁମାନ । ମିଳିଥିବା ସୂଚନା ଅନୁଯାୟୀ ଆର୍ୟନ କମ୍ପାନୀର ହେଲିକପ୍ଟର କ୍ରାସ୍ ହୋଇଛି । ଏହି ଦୁର୍ଘଟଣା ଗୌରୀକୁଣ୍ଡ ଏବଂ ତ୍ରିଜୁଗୀନାରାୟଣ ନାରାୟଣ ମଧ୍ୟରେ ଘଟିଛି । ତେବେ ପାଗ ଖରାପଥିବାରୁ ଏମିତି ଅଘଟଣ ଘଟିଥିବା କୁହାଯାଉଛି ।

ଡେରାଡୁନରୁ କେଦାରନାଥ ଅଭିମୁଖେ ଯାଉଥିବା ହେଲିକପ୍ଟରଟି ଗୌରୀକୁଣ୍ଡ ନିକଟବର୍ତ୍ତୀ ଅଞ୍ଚଳରେ କ୍ରାସ୍ ହୋଇଛି । ଘଟଣା ପରେ NDRF ଏବଂ NDRF ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଉଦ୍ଧାରକାରୀ ଦଳ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ଖରାପ ପାଗ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ଅସୁବିଧା ହେଉଛି। ହେଲିକପ୍ଟରର ଭଗ୍ନାବଶେଷ ଘଟଣାସ୍ଥଳେ ଖଣ୍ଡ ଖଣ୍ଡ ହୋଇ ପଡ଼ିଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏହି ସମ୍ପୂର୍ଣ୍ଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ