Masthead

ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା, ୩ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପାତ୍ରପଡାରେ ସିରିଜ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୪ ଟକ୍ର, ୩ ଆହତ ।ଭୁବନେଶ୍ୱର ପାତ୍ରପଡା ଆଳୁ ଗୋଦାମ ନିକଟରେ ଘଟିଛି ସିରିଜ୍‌ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୪ ଟ୍ରକ୍‌। ଯାହାଫଳରେ ଏହି ଦୁର୍ଘଟଣାରେ ୩ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଏମ୍ସରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ କରୁଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ପାତ୍ରପଡା ଆଳୁ ଗୋଦାମ ନିକଟରେ ରାସ୍ତା ଉପରେ ଏକ ମିନି ଟ୍ରକ୍‌ ଖରାପ ହୋଇ ପଡ଼ି ରହିଥିଲା । ସେହି ଟ୍ରକ୍ ପଛରେ ପ୍ରଥମେ ଏକ କଣ୍ଟେନର ଧକ୍କା ହୋଇଥିଲା । କଣ୍ଟେନର ପଛକୁ ଆଉ ୨ଟି ଟ୍ରକ୍‌ ପିଟି ହୋଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ୩ ଜଣ ଡ୍ରାଇଭର ଆହତ ହୋଇଥିଲେ। ଆହତମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାସମ୍ପର୍କରେ ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ