Masthead

ଜୋ ବାଇଡେନ୍ ଆମେରିକା ରାଷ୍ଟ୍ରପତି

ୱାସିଂଟନ୍: ଆମେରିକାର ୪୬ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଜୋ ବାଇଡେନ୍ । ଗତ ୪ ଦିନ ଧରି ଚାଲିଥିବା ଗଣତି ପରେ ଫଳାଫଳ ସ୍ପଷ୍ଟ ହୋଇଛି । ରିପବ୍ଲିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ପରାଜିତ ହୋଇଛନ୍ତି । ଏହା ସହ ଆମେରିକାରେ ଡେମୋକ୍ରାଟିକ ପାର୍ଟି କ୍ଷମତାକୁ ଫେରିଛି । ଅନ୍ୟପକ୍ଷରେ, ଭାରତୀୟ ବଂଶୋଦ୍ଭବ କମଳା ହ୍ୟାରିସ ଉପରାଷ୍ଟ୍ରପତି ହେବେ ।ଗଣତି ହୋଇଥିବା ଭୋଟ ଅନୁଯାୟୀ, ଟ୍ରମ୍ପଙ୍କ ସପକ୍ଷରେ ୨୧୪ ଭୋଟ ଥିବା ବେଳେ ବାଇଡେନ ୨୯୦ ଟି ଇଲେକ୍ଟୋରାଲ ଭୋଟ ପାଇ ବିଜେତା ହୋଇଛନ୍ତି।   ରାଷ୍ଟ୍ରପତି ହେବା ପାଇଁ ମ୍ୟାଜିକ ନମ୍ବର ୨୭୦ କୁ ପାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ