Masthead

ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ବିଜୟ ରୂପାଣୀଙ୍କ ଶେଷକୃତ୍ୟ । ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ସିଭିଲ ହସ୍ପିଟାଲରେ ବିଜୟ ରୂପାଣୀଙ୍କ ମୃତଦେହ ଚିହ୍ନଟ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।  ।

ଜୁନ୍ ୧୨ ତାରିଖରେ ବିଜୟ ରୂପାଣୀ ତାଙ୍କ ଝିଅଙ୍କୁ ଭେଟିବା ପାଇଁ ଏୟାର ଇଣ୍ଡିଆର ବୋଇଙ୍ଗ ୭୮୭ ବିମାନରେ ଲଣ୍ଡନ ଯାଉଥିଲେ । କିନ୍ତୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସେଥିରେ ରୂପାଣୀ ମୃତ୍ୟୁବରଣ କରିଥିଲେ । ଜୁନ୍ ୧୭ରେ ରାଜକୋଟରେ ଏବଂ ଜୁନ୍ ୧୯-୨୦ରେ ଗାନ୍ଧୀନଗରରେ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ। ଏପର୍ୟ୍ୟନ୍ତ ୯୨ ଜଣଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଯେଉଁଥିରୁ ୪୭ ଜଣଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା