Masthead

ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ । ବିଞ୍ଝାରପୁର ଥାନା ଅଞ୍ଚଳ ଚନ୍ଦ୍ରମୁଁ ଗାଁରୁ ଆସିଛି ଏଭଳି ଏକ ଖବର । ସୂଚନା ଅନୁସାରେ ଗତକାଲି ରାତ୍ରୀରେ ସୁଦାମ ମଲ୍ଲିକ ଏବଂ ସ୍ତ୍ରୀ ଶାନ୍ତିଲତା ମଲ୍ଲିକ ଙ୍କ ଭିତରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ପରିବାର ଲୋକ ହଠାତ୍ ପାଟି ଶୁଣି ଘଟଣା ସ୍ଥଳକୁ ଯାଇ ଶାନ୍ତିଲତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଦେଖିଥିଲେ । ପ୍ରଥମେ ତାଙ୍କୁ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନିଆ ଯାଇଥିଲା । । ସେଠାରେ ଡାକ୍ତର ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ରେଫର କରିଥିଲେ । ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଡାକ୍ତର ଶାନ୍ତିଲତା ଙ୍କୁ ମୃତ ଘୋଷଣା କରିଛନ୍ତି । ଅପର ପକ୍ଷେ ସୁଦାମ ର ମା ବିଞ୍ଝାରପୁର ଥାନାରେ ଏ ନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ସୁଦାମ କୁ ଧରି ଥାନାକୁ ଆଣି ତଦନ୍ତ ଚଳାଇଥିବା ବେଳେ ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି