Masthead

ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ : ଗହିଳିରେ ଫସିଲା ଆମ୍ବୁଲାନ୍ସ । ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସ ଭିତରେ ଛଟପଟ ହେଲେ ରୋଗୀ । ଚାନ୍ଦବାଲି ଥାନା ମତୋ ବଜାରରେ ଅଭାବନୀୟ ଦୃଶ୍ୟ । ପ୍ରସବ ପାଇଁ ଗର୍ଭବତୀଙ୍କୁ ଚାନ୍ଦବାଲି ଡାକ୍ତରଖାନା ନିଆଯାଉଥିଲା । ରାସ୍ତାରେ ଗାଡ଼ି ଜାମ୍ ଯୋଗୁଁ ଫସିରହିଥିଲା ଆମ୍ବୁଲାନ୍ସ । ୧୫ ମିନିଟ ଧରି ଫସିରହିଲା ଆମ୍ବୁଲାନ୍ସ ।

ଆମ୍ବୁଲାନ୍ସର ଆଗ, ପଛରେ ଏବଂ ସାଇଡରେ ଯିବାକୁ ମଧ୍ୟ କୌଣସି ରାସ୍ତା ନଥିଲା । ଫାଣ୍ଡି ଠାରୁ ମାତ୍ର ୧୦୦ ମିଟର ଦୂରତାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଏହା କେବଳ ଆଜିର ନୁହେଁ , ପ୍ରତ୍ୟେକ ଦିନ ଏଭଳି ସମସ୍ୟା ଉପଜୁଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉନଥିବା ରାସ୍ତାଦେଇ ଯାଉଥିବା ଯାତ୍ରୀ ମାନେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?