Masthead

ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ହାଲୁକା ବର୍ଷା । ଆଜି ମଧ୍ୟ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ସୋନପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ଭଦ୍ରକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼