Masthead

ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଅଭାବନୀୟ ଘଟଣା ଘଟିଛି । ଚଳନ୍ତା ଟ୍ରେନ୍ ଯାତ୍ରୀଙ୍କୁ ପିଟିପିଟି ହତ୍ୟା । ମୃତକ ଜଣଙ୍କ ହେଉଛନ୍ତି ବାଗପତ ଜିଲ୍ଲାର ଖେକଡ଼ା ଗାଁର ବାସିନ୍ଦା । ଦିଲ୍ଲୀରେ ଚାକିରି କରୁଥିବା ବେଳେ ଘରକୁ ଫେରୁଥିବା ସମୟରେ ତାଙ୍କୁ ହତ୍ୟା କରାଯାଇ ଥିବା ସୂଚନା । ରବିବାର ଦିନ ଟ୍ରେନ୍ ଯୋଗ ଆସୁଥିବା ବେଳେ ଦୀପକ ବସିଥିବା ସ୍ଥାନରେ ମଧ୍ୟ ଅନ୍ୟ୫ ଜଣ ପେସେଞ୍ଜର ଥିଲେ । କିନ୍ତୁ ଏକ ସିଟ୍ କୁ ନେଇ ଯୁକ୍ତି ଆରମ୍ଭ ହୋଇଥିଲା । ଏକ ସିଟ୍ ରେ ବିସିବାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟ ଜୀବନ ନେବା ଯାଏଁ ଯାଇଥିଲା କଥା । ସିଟ୍ କୁ  ନେଇ କଥାକଟା କଟିରୁ ମାରପିଟ୍ ପର୍ଯ୍ୟନ୍ତ ଯାଇଥିଲା । ଉଭୟଙ୍କ ମଧ୍ୟରେ ତିକ୍ତତା ଏତେ ବଢ଼ିଯାଇଥିଲା ଯେ ଦୀପକଙ୍କୁ ପିଟିପିଟି ଗୁରୁତ୍ୱର ଅବସ୍ତାରେ ଛାଡ଼ି ଚାଲି ଯାଇଥିଲେ ନୃଶଂସ ସାଥୀ । ଗୁରୁତ୍ୱର ଅବସ୍ଥାରେ ଦୀପକ ବାଗପଦ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ପୋଲିସ ଖବର ପାଇବା ପରେ ତଦନ୍ତ କରି ଅବିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି