Masthead

ଜବତ ଗଞ୍ଜେଇର ପତ୍ତା ମିଳୁନି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ସହର ଭିତରୁ ୩୫ ପକେଟ୍ ଗଞ୍ଜେଇ ଜବତ ହୋଇଛି । ପଡ଼ୋଶୀ ରାଜ୍ୟ ଛତିଶଗଡ଼କୁ ଚାଲାଣ ହେଉଥିବା ବେଳେ ଆମ୍ବାଗୁଡା଼ ନିକଟରୁ କାର୍ଟୁନ ବୋଝେଇ ଟ୍ରକରୁ ୩୫ ପକେଟ୍ ଗଞ୍ଜେଇ ଜବତ କରିଛି ପୋଲିସ । ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ହୋଇଥବା ବେଳେ ଟ୍ରକକୁ ଥାନାକୁ ଅଣାଯାଇଛି । ଏହାସହ ଟ୍ରକ୍ ମାଲିକଙ୍କୁ ଅଟକରଖି ପୋଲିସ ପଚରାଉଚରା ଜାରି ରଖିଛି ପୋଲିସ । ଜବତ ଗଞ୍ଜେଇର ପରିମାଣ କେତେ ହେବ ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏତେ ପରିମାଣର ଗଞ୍ଜେଇ ସହର ଭିତରୁ କେମିତି ଆସିଲା ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଅନ୍ୟପଟେ ରାୟଗଡ଼ା ଜିଲ୍ଲାରେ ଗତ ୩ ମାସ ଭିତରେ ପୋଲିସ ୪୫ କ୍ୟୁଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି । ତେବେ ପୋଲିସ ଦ୍ୱାରା ଜବତ ଗଞ୍ଜେଇ କୁଆଡେ ଯାଉଛି ବୋଲି ବୁଦ୍ଧିଜୀବୀ ମହଲରେ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ