Masthead

ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନ ୧୦.୩୦ରୁ ୟୁନିଟ୍-୨, ଅଶୋକ ନଗର ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ।

ଏହି ଅଭିଯୋଗ ଶୁଣାଣି ପାଇଁ ୨୭ ତାରିଖ ଦିନ ୧୨ରୁ ପଞ୍ଜୀକରଣ ଆରମ୍ଭ ହୋଇଥିଲା  । ଏହି ଅନଲାଇନ ପଞ୍ଜୀକରଣ ପ୍ରକ୍ରିୟା ସର୍ବାଧିକ ୧ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଆଗ୍ରହୀ ଜନସାଧାରଣ ଜନ ଶୁଣାଣି ପୋର୍ଟାଲ ଅଥବା ଜନ ଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍ କରିବା ପାଇଁ ପଞ୍ଜୀକରଣ କରିପାରିବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ