Masthead

ଅଚିହ୍ନା ଶବ ଉଦ୍ଧାର

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ସଇଁତଲା ରେଲୱେ ଷ୍ଟେସନ ନିକଟରେ ଥିବା ଏକ ଗୋଦାମଘରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘଦିନ ହେଲା ସଇଁତଲା ରେଲୱେ ଷ୍ଟେସନ ନିକଟ ଏକ ଗୋଦାମଘରେ ମହିଳା ଜଣକ ରହି ଆସୁଥିଲେ। ବାସଗୃହ ନ ଥିବାରୁ ସେ ସେଠାରେ ଆଶ୍ରୟ ନେଇଥିଲେ। ହେଲେ ହଠାତ୍ ତାଙ୍କ କୋଠରୀରୁ ଦୁର୍ଗନ୍ଧ ଆସିଥିଲା । ସ୍ଥାନୀୟ ଲୋକେ ସେଠାକୁ ଯାଇ ଦେଖିଲେ ମହିଳାଙ୍କର ଶବ ପଡିଛି । ଏନେଇ ସଇଁତଲା ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପାଇଁ ଟିଟିଲାଗଡ ଡାକ୍ତରଖାନାକୁ ପଠାଇଛନ୍ତି । । ମୃତ ମହିଳାଙ୍କ ପରିଚୟ ମିଳିନାହିଁ । ପୋଲିସ ଅଧିକ ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ