Masthead

ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ

ରାୟଗଡ଼ା(ବଡ଼ ଖବର ବ୍ୟୁରୋ) ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ । ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ । ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ । ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍ କରୁଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ବର, କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ରେଡ୍ । ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୧୦ ଜଣ ଡିଏସପି, ୮ ଜଣ ନିରୀକ୍ଷକ, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚାଲିଛି ରେଡ୍ । ଦୟାନିଧି ବାଗଙ୍କ ଘର କୁପାଗାଓଁ ଗ୍ରାମ, ଶ୍ୱଶୁରଙ୍କ ଘର ବିକ୍ରମଗୁଡ଼ା, ବାଗଙ୍କ ଗୋଠପାଟଣା ଘର, ଭୁବନେଶ୍ୱର ସ୍ଥିତ ଚନ୍ଦ୍ରଶେଖରପୁର ଘରେ ଓ କାର୍ୟ୍ୟାଳୟରେ ଚାଲିଛି ରେଡ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼