Masthead

୧୨ ଘଣ୍ଟାରେ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଆସନ୍ତା ତିନି ଦିନ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ରହିଛି । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ। ୧୨ ତାରିଖ ଯାଏ କାଁ ଭାଁ ବର୍ଷା ହୋଇପାରେ । ପାଣିପାଗ ସୂଚନା ଅନୁଯାୟୀ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ୮ ତାରିଖ ଯାଏ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।

୯ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ରବିବାର ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ୮ ତାରିଖରେ ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ଭାରି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା