Masthead

ଗଞ୍ଜାମରେ ଡାଇରିଆ ଆତଙ୍କ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ରେ ଏବେ ଡାଇରିଆ ଆତଙ୍କ। ଗଞ୍ଜାମ ଜିଲ୍ଲାର ପୁଡାମରି ଅଞ୍ଚଳରେ ଝାଡ଼ା ବାନ୍ତି ଆକ୍ରାନ୍ତରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଦିନ ହେବ ଦିଗପହଣ୍ଡି ବ୍ଲକ ଏସ.ଟିକରପଡା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମରେ ଦୁଇ ଦିନ ହେଲା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି।

ଏହା ସହ ଅନେକ ଆକ୍ରାନ୍ତ ହୋଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜିକୁ ପଠାଇ ଦିଆଯାଇଛି। କେଉଁ କାରଣରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁୁଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଦୂଷିତ ପାଣି କାରଣରୁ ହଇଜା ବ୍ୟାପିଥିବା ନେଇ ସାଧାରଣରେ ସନ୍ଦହେ ବଢୁଛି ।ଖବର ପାଇଁ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଗାଁରେ ପହଞ୍ଚି ଅନୁଧ୍ୟାନ କରୁଥିବା ବେଳେ ସ୍ଥାନୀୟ ବିଧାୟକ ସିଦ୍ଧାନ୍ତ ମହାପାତ୍ର ଗ୍ରାମରେ ପହଞ୍ଚି ଲୋକଙ୍କ ଅବସ୍ଥା ପଚାରି ବୁଝିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର