Masthead

ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ଡ୍ରାଇଭରଙ୍କ ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ । ପୋଲିସ ଓ ସଭାପତିଙ୍କ ହସ୍ତକ୍ଷେପ ପରେ ହେଲା ସମାଧାନ । ଆନ୍ଦୋଳନ ସମୟର ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବିଞ୍ଝାରପୁରରେ । ବିଞ୍ଝାରପୁର ଅଞ୍ଚଳର ଅରେଇ ଛକ ନିକଟରେ ଡ୍ରାଇଭରମାନେ ଆନ୍ଦୋଳନରେ ବସିଥିବା ବେଳେ, ଛକ ନିକଟସ୍ଥ ପୋଲ ନିକଟରେ କିଛି ଡ୍ରାଇଭର ଜବରଦସ୍ତ ଗାଡ଼ିକୁ ଅଟକାଇଥିବା ଅଭିଯୋଗ ହୋଇଛି ।

ଅଟକାଇବା ଦ୍ଵାରା ମେଡିକାଲରୁ ଫେରୁଥିବା କିଛି ଲୋକଙ୍କୁ ଆଣିଥିବା ଗାଡ଼ି ଲୋକମାନଙ୍କୁ ସେଇଠି ଛାଡି ଦେଇଥିଲା। ଯାହା ଦ୍ଵାରା ଯାତ୍ରୀ ମାନେ ଯିବାକୁ ହଇରାଣ ହୋଇଥିଲେ ଏବଂ ଡ୍ରାଇଭର ଓ ଯାତ୍ରୀମାନଙ୍କ ମଧ୍ୟରେ ଯୁକ୍ତି ତର୍କ ଚାଲିଥିଲା । ଖବର ପାଇ ପୋଲିସ ଓ ଡ୍ରାଇଭର ମହାସଂଘର ବିଞ୍ଝାରପୁର ବ୍ଲକ ସଭାପତି ଅଶୋକ କୁମାର ରଥ ପହଞ୍ଚି ଯାତ୍ରୀମାନଙ୍କ ଯିବାର ବନ୍ଦୋବସ୍ତ କରିବା ପରେ ସମସ୍ୟାର ସମାଧାନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ