Masthead

ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍ । ୪ ଦିନ ପରେ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ହେଲା ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ତେବେ ଏଥିପାଇଁ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ସଂଘ ଅପିଲ କରିଛି ।

ସେପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବ ନାହିଁ ବୋଲି ପ୍ରେସମିଟ୍ କରି ସୂଚନା ଦେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଚାରି ଦିନ ଧରି ଧର୍ମଘଟ ଯୋଗୁଁ କ୍ଷତି ସହୁଛନ୍ତି ବସ୍ ମାଲିକ । ହଜାର ହଜାର ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ତେଣୁ ଡ୍ରାଇଭର ମହାସଂଘର ଷ୍ଚିୟରିଂ ଛାଡ଼ ଆନ୍ଦୋଳନକୁ ଆଉ ସମର୍ଥନ ଦିଆଯିବ ନାହିଁ ବୋଲି ଘରୋଇ ବସ ମାଲିକ ସଂଘ ସୂଚନା ଦେଇଛନ୍ତି । ତେଣୁ ଆଜିଠୁ ଘରୋଇ ବସ୍ ଚଳାଚଳ ସେବା ସ୍ବାଭାବିକ ହେବ ବୋଲି ସ୍ପଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ