Masthead

ନାଳ ସାଜୁଛି କାଳ

ବାଲିଗୁଡା (ବଡ଼ ଖବର ବ୍ୟୁରୋ):  ବିପଦ ସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି ଅଞ୍ଚଳବାସୀ। କନ୍ଧମାଳ ଜିଲ୍ଲା କ. ନୂଆଗାଁ ବ୍ଲକ ଗୁଞ୍ଜିବାଡି ପଞ୍ଚାୟତରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ। ନାଳ ସେପଟେ ବଗାଡି, ସକାଲି, ମିନାମିଲୁ, ବଦାଲି, ଶ୍ରକପାଙ୍ଗ ରେ ପାଖାପାଖି ୧୦୦ ରୁ ଉର୍ଦ୍ଧ ପରିବାର ବସବାସ କରନ୍ତି। ନାଳ ଦେଇ ଯିବାଆସିବା କରନ୍ତି ଏହି ଅଞ୍ଚଳବାସୀ।

ବର୍ଷା ଦିନରେ ଯିବା ଆସିବା ପାଇଁ ନାଳ ସାଜୁଛି କାଳ। ଦୈନନ୍ଦିନ କାର୍ଯ୍ୟ, ସ୍କୁଲ, କଲେଜ, ଅଫିସ କାର୍ଯ୍ୟ ପାଇଁ ଏହି ନାଳ ପାର ଯିବାକୁ ପଡେ। ୨୦୦୬ ମସିହା ଠାରୁ ଏକ ସ୍ଥାୟୀ ପୋଲ ନିମନ୍ତେ ପ୍ରଶାସନକୁ ନିବେଦନ କଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଫଳ ଶୂନ। ଏକ ସ୍ଥାୟୀ ପୋଲ ନିମନ୍ତେ ବର୍ତ୍ତମାନର ସରକାରଙ୍କୁ ନିବେଦନ କରିଛନ୍ତି ଅଞ୍ଚଳବାସୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ