Masthead

୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ।  କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା  ।ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି ।

ଏହାରି ଭିତରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ । ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ । ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ୍ । କ୍ୟାଣ୍ଡେଲ ଶୋଭାଯାତ୍ରା କରି ସୌମ୍ୟାଶ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବ କଂଗ୍ରେସ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆଦ୍ୱାନ ଦେଇଛି ଦଳ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ