Masthead

ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି  । ତେବେ  ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରିଛନ୍ତି ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ।

ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। କଲେଜର ଜଣେ ଅଧ୍ୟକ୍ଷଙ୍କ ଅତ୍ୟାଚାରକୁ ସହିନପାରି ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି