Masthead

୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ । ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ସମ୍ବଲପୁରରେ ବର୍ଷା । ଆସନ୍ତାକାଲି ଉତ୍ତର ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ମଙ୍ଗଳବାର ଜଗସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି