Masthead

ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ୪ ଦିନ ପ୍ରବଳ ବର୍ଷା । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ । ୨୧ ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ