Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୨୪ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ପୂର୍ବାନୁମାନ କରାଯାଇଛି । ଏହା ପ୍ରଭାବରେ ୨୩ରୁ ୨୫ ଯାଏଁ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ସେହି ସ୍ଥାନରେ ୩ଦିନ ଯାଏ ରହିବ ।

୨୬ ତାରିଖରେ ସ୍ଥଳଭାଗକୁ ଯିବ । ବର୍ତ୍ତମାନ ଯେଉଁ ଲଘୁଚାପ ସକ୍ରିୟ ଅଛି । ସେହିଭଳି ଲଘୁଚାପ ପ୍ରଭାବରେ ୨୨ ତାରିଖ ଅପରାହ୍ନରୁ ୨୫ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ୨୪ ଓ ୨୫ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ମେନପୁର ଓ ଫୁଲବାଣୀର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୧୯, ୨୦, ୨୩ ଓ ୨୪ ତାରିଖରେ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ଅଧିକ ବୋଲି ବୋଲି ସେ ଆକଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି