Masthead

ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ନିମାପଡ଼ା (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ନିମାପଡା ବଳଙ୍ଗା ବାଇଆବର ଅଞ୍ଚଳରର ଯୁକ୍ତ ୨ ଛାତ୍ରୀ ଙ୍କୁ ନିଆଁ ଲଗାଈଦେଲେ ୩ ଜଣ ଦୁବୃର୍ତ୍ତ । ଚାଲି ଚାଲି ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ଛାତ୍ରୀଙ୍କୁ ନିଆଁ ଲଗାଇ ପୋଡ଼ିବାକୁ ଉଦ୍ୟମ । ନିଆଁ ଲଗାଇ ଫେରାର ହୋିଯାଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବଳଙ୍ଗା ପୋଲିସର ଛାନ ଭିନ୍‌ ।

ସେପଟେ ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡା । ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଭାତୀ ପରିଡା । ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ