Masthead

୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା କାଲି ପାଇଁ ମଧ୍ୟ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଉପକୂଳରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୩ ତାରିଖରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି