ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ନାବାଳିକା ଦୁଷ୍କର୍ମରେ ଆସିଲା ନୂଆ ମୋଡ । ପୀଡିତାଙ୍କ ବୟାନ ରେକର୍ଡ କରିବା ପରେ ମାଲକାନଗିରି ଏସପି କହିଛନ୍ତି ଯେ ଏହା ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ । ଦୁଇଟି ପୃଥକ ମାମଲାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମାଲାକାନଗିରି ପୋଲିସ । ୩୨୬ ନମ୍ବର ଜାତୀୟ ରାଜପଥର ବିଜାଘାଟି ନିକଟକରେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଉତ୍ତର ପ୍ରଦେଶର ଜଣେ ଟ୍ରକ ଡ୍ରାଇଭରଙ୍କୁ ଗିରଫ କରାଯାଇଛି ।

ଅନ୍ୟ ଘଟଣାଟି ମାଲକାନଗିରି ସହରରେ ହୋଇଥିବା ବେଳେ ତିନି ଜଣଙ୍କୁ ଗିରଫ କରାଯାଇଛି । ମୋଟ ଚାରି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ମାଲକାନଗିରି ଏସପି । ହେଲେ ଏହାକୁ ନେଇ ଏବେ ଆରମ୍ଭ ହୋଇଛି ରାଜନୀତି । ଉଭୟ କଂଗ୍ରେସ ଓ ବିଜେଡି ଥାନାକୁ ଯାଇ ନାରା ବାଜି କରିବା ସହ ରାଜ୍ୟ ସରକାରଙ୍କ ନାରି ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’