Masthead

ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ BMC ଅଧିକାରୀ । ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମହାନଗର ନିଗମର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ବଡ଼ଗଡ଼ ବାସଭବନରେ ଭିଜିଲାନ୍ସ ଚଢାଉ ଜାରି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମର କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।

ଏକାସାଙ୍ଗେ ଚାଲିଛି ୪ଟି ସ୍ଥାନରେ ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନମାନଙ୍କ ମଧ୍ୟରେ ଭୁବନେଶ୍ୱର, ଖୋର୍ଦ୍ଧା, ରାୟଗଡ଼ାରେ ଥିବା ଘର ଓ ଅଫିସ ରହିଛି । ଏହି ଚଢାଉରେ ୬ଜଣ ଡିଏସ୍‌ପି, ୧୦ ଜଣ ଇନ୍‌ସିପେକ୍ଟରଙ୍କ ସହ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭିଜିଲାନ୍ସ ଟିମ୍‌ ଜଗନ୍ନାଥ ପଟ୍ଟନାୟକଙ୍କ ଭୁବନେଶ୍ୱର ବଡ଼ଗଡ଼ସ୍ଥିତ ଏକ ତିନି ମହଲା ଘର, ଖୋର୍ଦ୍ଧା ବାଲିଅନ୍ତାସ୍ଥିତ ଏକ ଫାର୍ମ ହାଉସ୍‌, ରାୟଗଡ଼ାର ଗୁଣୁପୁର ସ୍ଥିତ ପୈତୃକ ଘର ଏବଂ ଭୁବନେଶ୍ୱରର ବିଏମସିରେ ଥିବା ତାଙ୍କ ଅଫିସ୍‌ ରୁମ୍‌ରେ ଚଢାଉ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ