Masthead

ବିରାଟ ଅଜଗର ଉଦ୍ଧାର

ଲଇକେରା (ବଡ଼ ଖବର ବ୍ୟୁରୋ): ବାଗଡ଼ିହି ବନବିଭାଗ କାର୍ଯ୍ୟାଳୟ ନିକଟରେ ରାସ୍ତା ପାରି ହେଉଥିବା ଏକ ୯ ଫୁଟର ଏକ ଅଜଗର ସାପ ଉଦ୍ଧାର କରାଯାଇଛି । ଶନିବାର ସନ୍ଧ୍ୟାରେ ଲଇକେରା- ବାଗଡ଼ିହି ମୁଖ୍ୟ ରାସ୍ତାରେ ଯାତାୟତ କରୁଥିବା ଲୋକେ ଅଜଗରକୁ ଦେଖି ବନବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ସାପକୁ ଉଦ୍ଧାର କରିବା ସହ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କରିଥିଲେ । ସାପଟି ସମ୍ପୂର୍ଣ୍ଣ ସୁସ୍ଥ ଥିବାରୁ ନିକଟ ଜଙ୍ଗଲରେ ଛାଡ଼ି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା