Masthead

୨୮ଘଣ୍ଟା ଝୁଲି ରହିଲା ମୃତଦେହ

ନୂଆଗାଁ (ବଡ଼ ଖବର ବ୍ୟୁରୋ): ପ୍ରାୟ ୨୮ ଘଣ୍ଟା ଧରି ଝୁଲନ୍ତା ଅବସ୍ଥାରେ ପଡ଼ିରହିଲା ମୃତଦେହ । ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମର ଅପେକ୍ଷାରେ ଝୁଲି ରହିଥିଲା ମୃତଦେହ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଜିଗିନୀପଡ଼ା ଗାଁରେ । ଉକ୍ତ ଗାଁର ଅରୁଣ ସାହୁଙ୍କ ପତ୍ନୀ ଭାରତୀ ସାହୁ ପାରିବାରିକ କଳହକୁ କେନ୍ଦ୍ରକରି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି । ଅନ୍ୟପଟେ ଝିଅର ମୃତ୍ୟୁ ଖପର ପାଇଁ ଭାରତୀଙ୍କ ବାପଘର ଲୋକେ ଝିଅର ହତ୍ୟା ଅଭିଯୋଗ ଆଣି ନୂଆଗାଁ ଥାନାର ଦ୍ୱାରସ୍ତ ହୋଇଛନ୍ତି । ନୂଆଗାଁ ଥାନାରେ ଏକ ମାମଲା ରୁଜୁ କରିବା ସହ ସ୍ୱାମୀଙ୍କ ସମେତ ଶାଶୂଶ୍ୱରୁରଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା