ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁରର ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ରାମଚନ୍ଦ୍ରଙ୍କ ୬ଟି ଠିକଣାରେ ସକାଳୁ ଚାଲିଛି ରେଡ୍ । ଏଯାବତ ନଗଦ ୩.୫ ଲକ୍ଷ ଟଙ୍କା ଜବତ କଲାଣି ଭିଜିଲାନ୍ସ । ଭୁବନେଶ୍ବର ଓ ଜୟପୁରର ୬ଟି ସ୍ଥାନରେ ରେଡ୍ ଚାଲିଛି । ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ । ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!