Masthead

ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ

ଜାମ୍ମୁ-କାଶ୍ମୀରରେଡ଼ୋମିନେସନ୍ ପେଟ୍ରୋଲିଂ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ରେ ନିୟନ୍ତ୍ରଣ ରେଖା ରେ ଶୁକ୍ରବାର ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ସେନାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଯବାନ ଆହତ ଅଛନ୍ତି । କୃଷ୍ଣା ଘାଟି ବ୍ରିଗେଡ଼ର ଜେନେରାଲ ଅଞ୍ଚଳରେ ଡ଼ୋମିନେସନ୍ ପେଟ୍ରୋଲିଂ କରୁଥିବା ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟିଥିଲା । ଏହି ର୍ଦୁଘଟଣାରେ ୭ ଜାଟ୍ ରେଜିମେଣ୍ଟର ଲଳିତ କୁମାର ଅଗ୍ନିବୀର ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଯବାନ ଆହତ ଅଛନ୍ତି । ଆହତ ଯବାନମାନଙ୍କୁ ଏକ ସାମରିକ ହସ୍ପିଟାଲକୁ ସ୍ତାନାନ୍ତରିତ କରାଯିବା ସହ ସେଠାରେ ସେ ଚିକିତ୍ସାଧିନ ଅବସ୍ତାରେ ଅଛନ୍ତି । ଭାରତୀୟ ସେନାର ହ୍ୱାଇଟ୍ ନାଇଟ୍ କର୍ପସ୍ ୭ ଜାଟ୍ ରେଜିମେଣ୍ଟର ଲଳିତ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’