Masthead

ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବସ୍-ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ । ଜଣେ ଘଟଣାସ୍ଥଳରେ, ଅନ୍ୟ ଜଣେ ମେଡିକାଲରେ ମୃତ । ନାଉଗାଁ ବ୍ଲକ୍ ପାଳସାହି ଛକ ନିକଟରେ ଦୁର୍ଘଟଣା । ୪ ଯୁବକ ବାଇକରେ ଫେରୁଥିବା ବେଳେ ଧକ୍କା ଦେଲା ବସ୍ । ପୁରୀ ବାସେଳୀ ସାହି ଅଞ୍ଚଳ ର ୪ ଜଣ ବନ୍ଧୁ ଗୋରେଖନାଥ ପୀଠ ରୁ ଦର୍ଶନ ସାରି ନିଜ ଘର ଅଭିମୁଖେ ବାଇକି ଯୋଗେ ଆସୁଥିବା ସମୟରେ ନାଉଗାଁ ପାଳସାହି ନିକଟରେ ସାଇକ୍ରିଷ୍ଣା ନାମକ ଏକ ଘରୋଇ ବସ ତାଙ୍କୁ ଧକ୍କା ଦେଇଥିଲା ।

ଫଳରେ ବାସେଳୀ ସାହି ଗ୍ରାମର ଅମିତ ସାହୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇ ପଡିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାତରିତ କରାଯାଇଛି । ଅନ୍ୟପଟେ ଉତେକ୍ତ ସ୍ଥାନୀୟ ଲୋକଙ୍କ ପକ୍ଷରୁ ମୃତଦେହକୁ ରଖାଯାଇ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ନାଉଗାଁ ଶିଖର ମୁଖ୍ୟ ରାସ୍ତାକୁ ଅବରୋଧ କରାଯାଇଛି । ଘଟଣାସ୍ଥଳରେ ନାଉଗାଁ ପୋଲିସ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବାର ଦେଖା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି