Masthead

ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଳଙ୍ଗା ନାବାଳିକା ପୋଡି ଘଟଣା ।  ଆଜି ଦିଲ୍ଲୀ ଏମ୍ସରେ ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ ।  ଅପରେସନ ପାଇଁ ହେଲାନି ବୟାନ ରେକର୍ଡ । ପୀଡ଼ିତାଙ୍କ ବାପା, ଦାଦା ଓ ପିଉସୀଙ୍କ ବୟାନ ରେକର୍ଡ କଲା ପୋଲିସ।  କାଲିଠୁ ଦିଲ୍ଲୀ ଗସ୍ତରେ ଅଛନ୍ତି ପୁରୀ ଡିଏସପି ଓ ବଳଙ୍ଗା ଥାନା ଅଧିକାରୀ ।

ଗତକାଲି ଦିଲ୍ଲୀ ଏମ୍ସରେ ୩୦ ମିନିଟ ରୁ ଅଧିକ ସମୟ ଧରି ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି  । ଏହାର ସମ୍ପୂର୍ଣ ଭିଡିଓ ରେକର୍ଡ କରାଯାଇଛି । ଗତକାଲି ତୃତୀୟ ଥର ବୟାନ ରେକର୍ଡ କରାଯାଇଥିଲା । ତିନିଥର ସମାନ କଥା ନିଜ ବୟାନରେ କହିଛନ୍ତି ପୀଡ଼ିତା । ସେପଟେ ଗତକାଲି ପୀଡ଼ିତାଙ୍କ ତୃତୀୟ ଥର ଅସ୍ତ୍ର ପ୍ରଚାର ହୋଇସାରିଛି । ପୀଡିତାଙ୍କ ଘର ସାମ୍ନାରେ ରାତି ତମାମ ଜଗି ରହିଥିଲେ ସୁରକ୍ଷା କର୍ମୀ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର