Masthead

ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ

ଝୁମ୍ପୁରା (ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ । କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ନିକଟସ୍ଥ ଭାଲୁକା ଗାଁରେ ଘଟିଛି ଏହି ଘଟଣା । ସ୍ଵାମୀ ମୁସଲିମ୍ ସମ୍ପ୍ରଦାୟର ହୋଇଥିବା ବେଳେ ସ୍ତ୍ରୀ ହିନ୍ଦୁ ସମ୍ପ୍ରଦାୟର । ଦୁହେଁ ୬ ବର୍ଷ ତଳେ ପ୍ରେମ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ମଧ୍ୟ ଅଛନ୍ତି। ତେବେ ସ୍ୱାମୀ ଜଣକ ନିଜ ମୁସଲିମ୍ ସମ୍ପ୍ରଦାୟର ଝିଅ ଏମଡି ନେହାକୁ ପୁଣି ଦ୍ୱିତୀୟ ପ୍ରେମ ବିବାହ କରିଥିଲେ। ତେବେ ଦୁଇ ଜଣ ମିଶି ପ୍ରତ୍ୟେକ ଦିନ ମୃତକ ଶକୁନ୍ତଳା ଦାସକୁ ମାନସିକ ନିର୍ଯାତନା ଦେଉଥିବା ମୃତକଙ୍କ ଭାଇ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା