Masthead

ଆଜି ସମ୍ବଲପୁରୀ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର । ପିନ୍ଧମା ସମ୍ବଳପୁରୀ, ଖାଏମା ସମ୍ବଲପୁରୀ, କହେମା ସମ୍ବଲପୁରୀ, କହି ସମ୍ବଲପୁର ଲୋକେ ପାଳନ କଲେ ସମ୍ବଲପୁରୀ ଦିନ୍ ।

ଆଜି ପଶ୍ଚିମ ଓଡ଼ିଶା ପାଳନ କରୁଛି ସମ୍ବଲପୁରୀ ଦିନ । ଆଜି ହେଉଛି ବିଶିଷ୍ଟ ସାହିତ୍ୟିକ ତଥା ସମ୍ବଲପୁରୀ କବି ଗୁରୁ ସତ୍ୟନାରାୟଣ ବହିଦାରଙ୍କ ୧୦୮ ତମ ଜନ୍ମ ଦିବସ । ଏହି ଅବସରରେ ପ୍ରତିବର୍ଷ ଅଗଷ୍ଟ ୧’କୁ ସମ୍ବଲପୁରୀ ଦିନ ଭାବେ ପାଳନ କରାଯାଉଛି । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ଭାଷା ଓ ସଂସ୍କୃତିର ପ୍ରଚାର ହିଁ ଏହି ଦିବସର ଲକ୍ଷ୍ୟ ।

ନୂଆ ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ, ଗୀତର ଆସର । ଆଜିର ଏହି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ, ଗୀତର ବିଭୋର ହୁଅନ୍ତି ସାରା ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ତଥା ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜି ପାଳନ ହେଉଛି ସମ୍ବଲପୁରୀ ଦିନ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ