Masthead

ଆଜି ମିଳିବ ପିଏମ୍ କିଷାନ ଟଙ୍କା

ପିଏମ୍ କିଷାନ ୨୦ ତମ କିସ୍ତି ପ୍ରଦାନରେ ଚାଷୀଙ୍କ ଏକାଉଣ୍ଟକୁ ଯିବ ୨୦୦୦ ଟଙ୍କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଆସିବ ପିଏମ କିଷାନ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ ତମ କିସ୍ତି ପ୍ରଦାନରେ ଚାଷୀଙ୍କ ଏକାଉଣ୍ଟକୁ ଯିବ ୨୦୦୦ ଟଙ୍କା । ଏହି ଯୋଜନାରେ ୧୦ କୋଟି କୃଷକଙ୍କ ପାଖକୁ ପଠାଯିବ ୨୦ ହଜାର ୫୦୦ କୋଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ଚାଷୀଙ୍କ ଏକାଉଣ୍ଟକୁ ପାଠାଇବେ ଟଙ୍କା । ଡ଼ିଟିବି ଜରିଆରେ ଚାଷୀଙ୍କ ଏକାଉଣ୍ଟକୁ ପାଠାଯିବ ୨୦୦୦ ଟଙ୍କା । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ଏକାଉଣ୍ଟକୁ ପାଠାଯିବ । ଚାଷୀଙ୍କ ଆର୍ଥୀକ ସହାୟତା ପାଇଁ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ପ୍ରତୀବର୍ଷ ଚାଷୀଙ୍କୁ ୬୦୦୦ ଟଙ୍କା ପ୍ରଦାନ କରାଯାଏ । ଏହି ୬୦୦୦ ଟଙ୍କା ୩ଟି କିସ୍ତି ମାଧ୍ୟମରେ ଚାଷୀଙ୍କ ଏକାଉଣ୍ଟକୁ ପଠାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ