ଓଲଟିଲା ଯାତ୍ରୀବାହୀ ବସ, ୧୧ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ୧୬ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ତ୍ରିଶଳପୁର ଛକ ନିକଟରେ ଦୁର୍ଘଟଣା । ଆଜି ଭୋର୍ରୁ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୧ ଯାତ୍ରୀ ଆହତ ହୋଇଛନ୍ତି । ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରିଛି । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଏହି ବସ୍ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୌଭାଗ୍ୟବଶତଃ ବସ ଓଲଟିବା ପରେ ଏକ ପୋଲ ବାଡ଼ରେ ପିଟି ହେବାରୁ ସେଠାରେ ଲଟକି ଯାଇଥିଲା । ଫଳରେ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!