Masthead

ଭିଜିଲାନ୍ସ ଜାଲରେ ବୌଦ୍ଧ MVI

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବୌଦ୍ଧ MVI । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏକାସାଙ୍ଗ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ବର୍ତ୍ତମାନ ଯାଏଁ ଅନେକ କାଗଜପତ୍ର ମିଳିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ ।

ଯେଉଁଥିରେ ମୟୂରଭଞ୍ଜର ବାରିପଦା, ବୌଦ୍ଧ ଓ ଭୁବନେଶ୍ବରରେ ଥିବା ଘର, ଅଫିସର ଆଦି ସ୍ଥାନ ରହିଛି । ଏହି ଚଢାଉରେ ଭିଜିଲାନ୍ସର ୪ ଡିଏସ୍‌ପିଙ୍କ ସହ ୭ ଜଣ ଇନ୍‌ସିପେକ୍ଟର ସାମିଲ ରହିଛନ୍ତି । ବର୍ତ୍ତମାନ ଯାଏଁ ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା