Masthead

୯ ତାରିଖ  ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୬ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ ।  କେନ୍ଦୁଝର, ମୟୂରଭଞ୍ଜ, ଗଜପତି,  ଗଞ୍ଜାମ ଓ ରାୟଗଡ଼ାରେ ପ୍ରବଳ  ବର୍ଷା ହେବାର ସମ୍ଭାବନା ଅଛି ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାରେ ବି ଘଡ଼ଘଡ଼ି ସହ ବର୍ଷା  ହୋଇପାରେ ।  ୬ରେ ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ପୁରୀ,  ଖୋର୍ଦ୍ଧା, ସମେତ ପଶ୍ଚିମ ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୭ ତାରିଖରେ  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ,  ରାୟଗଡ଼ା, କୋରାପୁଟରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର  ଓଡ଼ିଶା ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୯ ତାରିଖ  ଯାଏଁ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼