Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା  ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ! ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହେବ । ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ  ପ୍ରବଳ ବର୍ଷା ଲାଗି ରହିବ । ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି ।  ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ  ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ  ନେବ । କେନ୍ଦ୍ରୀୟ  ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ  ପରିମାଣର ବର୍ଷା ହୋଇପାରେ ।

ପଶ୍ଚିମ  ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ  ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।  ୧୪  ତାରିଖ ଭିତରେ ବଙ୍ଗୋସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ । ଆସନ୍ତା ୧୦  ଦିନ ଯାଏ କେବଳ ପରିଚଳନ ଜନିତ ସ୍ୱଳ୍ପ ବର୍ଷା  ହୋଇପାରେ । ୬  ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୭ ତାରିଖରେ  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ  ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼