Masthead

ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ଛାତ୍ରବୃତ୍ତିରେ ପରିବର୍ତ୍ତନ ହେବ ନାହିଁ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ଛାତ୍ରବୃତ୍ତିରେ ପରିବର୍ତ୍ତନ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ଆଜି କହିଛନ୍ତି । ଛାତ୍ରଛାତ୍ରୀ ମାନେ ପାଉଥିବା ମ୍ୟାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତିରେ କୌଣସି ପରିବର୍ତ୍ତନ ହେବନାହିଁ । ସେମାନେ ବର୍ତ୍ତମାନ ପ୍ରଚଳିତ ହାରରେ ଛାତ୍ରବୃତ୍ତି ପାଇବେ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ଏସି/ଏସଟି ଉନ୍ନୟନ ବିଭାଗ ଦ୍ଵାରା ଏ ସମ୍ପର୍କରେ ପ୍ରକାଶିତ ରିଜୋଲ୍ୟୁସନକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି । ଏହାସହିତ ଏ ସମ୍ପର୍କିତ ଫାଇଲଟିକୁ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ସେ ଆଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି