Masthead

ଜାମ୍ମୁକାଶ୍ମୀରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ

ଜାମ୍ମୁ କାଶ୍ମୀରରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ସିଆରପିଏଫ ଯବାନଙ୍କ ଗାଡ଼ି ର୍ଦୁଘଟଣା ଗ୍ରସ୍ତ । ଜାମ୍ମୁ କାଶ୍ମୀରର ଉଧମପୁରରେ ଯବାନମାନଙ୍କୁ ଯାଉଥିବା ଏକ ଗାଡ଼ି ଗଭିର ଘାଇ ମଧ୍ୟକୁ ଖସି ପଡ଼ିଥିଲା । ଏହି ଯାନଟି ୨୩ ଜଣ ଯବାନଙ୍କୁ ନେଇ ବସନ୍ତଗଡ଼ରୁ ଫେରୁଥିବା ବେଳେ ଯାନଟି ର୍ଦୁଘଟଣାଗ୍ରସ୍ତ ହୋଇଛି । ଏହି ର୍ଦୁଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଆହତ ଅଛନ୍ତି । ଆହତ ଯବାନ କମାଣ୍ଡ ହସ୍ପିଟାଲରେ ଚିକିତ୍ସତ ହେଉଛନ୍ତି ।

ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଘଟଣାକୁ ନେଇ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ ଡ଼ିସି ସାଲୋନିଙ୍କ ରାୟଙ୍କ ସହ କଥା ହୋଇଛନ୍ତି ଯିଏକି ଘଟିଥବା ର୍ଦୁଘଟଣାର ଅପଡ଼େଟ ଦେଉଛନ୍ତି । ଜାମ୍ମୁ କାଶ୍ମୀରର ଉପରାଜ୍ୟପାଳ ମନେଜ ସିହ୍ନା ର୍ଦୁଘଟଣାରେ ଶୋକ ପ୍ରକାଶ କରିବା ସହ ଆହାତ ଯବାନମାନଙ୍କୁ ସହାୟତା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି