Masthead

ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣାରେ ହତ୍ୟାକାଣ୍ଡ । ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଟାଉନଥାନା ପୋଲିସର ପ୍ରାଥମିକ ତଦନ୍ତ ଜାରି । ଭବାନୀପାଟଣା ଘୋଡାଘାଟ ଛକ ନିକଟରେ କିଛି ଯୁବକ ରାତ୍ରି ୧୨ ସମୟରେ କୌଣସି କାରଣ ବଶତଃ ବଚସା ହେବାରୁ ହତ୍ୟାକାଣ୍ଡ ଭିଆଇଥିବା ସୂଚନା ମିଳିଛି । ମୃତ ଯୁବକ ଜଣକ ଭବାନୀପାଟଣା ସହର ଦୟାନିଧି ଛକର ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡର କାରଣ ଆଉ ସମ୍ପୃକ୍ତ ଯୁବକମାନଙ୍କ କାରଣ ଅସ୍ପଷ୍ଟ ଥିବାବେଳେ ଟାଉନଥାନା ପୋଲିସ ପ୍ରାଥମିକ ତଦନ୍ତ ଜାରି ରଖିଛି ‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା