Masthead

ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ 

ଅନୁଗୁଳ (ବଡ଼ ଖବର ବ୍ୟୁରୋ):  ଅନୁଗୋଳ ଜିଲ୍ଲା ରେ ସ୍ୱାସ୍ଥ୍ୟ ଅବସ୍ଥାର ବିକଳ ଚିତ୍ର ।  ଡାକ୍ତର ନାହାନ୍ତି କି ନର୍ସ ।  ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ବାଗେଡ଼ିଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ।

ବାଗେଡ଼ିଆ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜଣେ ମହିଳା ନିଜ ସ୍ୱାସ୍ଥ୍ୟ ଦେଖାଇବାକୁ ଆସିଥିଲୋ  ଡାକ୍ତର ତାଙ୍କୁ କିଛି ଔଷଧ ଓ ସାଲାଇନ ଲେଖିଥିଲେ । ଚିଠା ନେଇ ମହିଳା ଜଣଙ୍କ ୱାର୍ଡକୁ ଯାଇଥିଲେ । ସେଠାରେ ଜଣେ ସଫେଇ କର୍ମଚାରୀ ମହିଳାଙ୍କୁ ବେଡ଼ରେ ଶୋଇବାକୁ କହିଥିଲେ । ପରେ ସଫେଇ କର୍ମଚାରୀ ତାଙ୍କୁ ସାଲାଇନ ଲଗାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ