Masthead

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼

ସୋର (ବଡ଼ ଖବର ବ୍ୟୁରୋ): ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ବେଳେ ଗୁରୁତର ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ । ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ ମାରି ପୋଲିସ ଜିମା ଦେଲେ ଗାଁ ଲୋକେ । ଖାଲି ସେତିକି ନୁହେଁ ଯୁବକର ବାଇକକୁ ଜାଳିଦେଲେ ଉତ୍ୟକ୍ତ ଲୋକ । ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଁଚି ଯୁବକ କାବୁ କରିବା ସହିତ ଅଂଚଳ ରେ ଉତେଜନା ଦେଖାଦେଇଛି ।

ଯୁବକ ହେଉଛନ୍ତି ଅନ୍ତରା ଗ୍ରାମ ର ପ୍ରଶାନ୍ତ ସାମଲ । ଛାତ୍ରୀ ଜଣଙ୍କ ଟିଉସନ ସାରି ଘରକୁ ଫେରୁଥିବା ବେଳେ ସିମୁଳିଆ ଥାନା ଅନ୍ତରା କେନାଲ ବନ୍ଧ ନିକଟରେ ଦୁଷ୍କର୍ମ କରିଥିଲା ଯୁବକ । ଛାତ୍ରୀଙ୍କ ସାଇକେଲ ଓ ବହିକୁ କେନାଲକୁ ଫିଙ୍ଗି ଦେଇଥିଲେ ଯୁବକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର