Masthead

ଝିଆରୀର ସର୍ବନାଶ କଲା ପାପି ପିଉସା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଝିଆରୀର ସର୍ବନାଶ କରିଦେଲା ପାପି ପିଉସା। ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।  ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ ।  ସମ୍ପର୍କୀୟ ପିଉସା ସମେତ ୫ ଅଟକ ରାକ୍ଷୀ ପୂର୍ଣ୍ଣିମାରେ ଗଣଦୁଷ୍କର୍ମ ଘଟିଥିବା ଥାନାରେ ଏତଲା ଦିଆଯାଇଛି।

ଗଣଦୁଷ୍କର୍ମ ଘଟଣାରେ ନାବାଳିକାଙ୍କ ପିଉସାଙ୍କ ସଂପୃକ୍ତି ଥିବା ଜଣାପଡ଼ିଛି। ପୁଲିସ ସମ୍ପର୍କୀୟ ପିଉସା ସମେତ ୫ ଜଣଙ୍କୁ ଅଟକ ରଖି ପଚରାପଚାର କରୁଛି। ଥାନାରେ ଅଟକ ଥିବା ୫ ଜଣଙ୍କ ମଧ୍ୟରୁ ୪ ଯୁବକ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ସୂଚନା ମିଳିଛ। ଏହି ସମ୍ଵେଦନଶୀଳ ଘଟଣା ପରେ ଗଭୀର ଉଦବେଗ ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ