Masthead

ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ!

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭାଙ୍ଗିବାକୁ ଧମକ । ଆତଙ୍କବାଦୀ ଶ୍ରୀମନ୍ଦିର ଭାଙ୍ଗିବା ନେଇ ଧମକପୂର୍ଣ୍ଣ ଲେଖା । ପରିକ୍ରମା ମାର୍ଗ କାନ୍ଥରେ ଧମକପୂର୍ଣ୍ଣ ଲେଖା । ମନ୍ଦିର ଭାଙ୍ଗିବାକୁ ଦୁଇଟି ସ୍ଥାନରେ ଲେଖା ହୋଇଛି ଧମକପୂର୍ଣ୍ଣ ଲେଖା । କଡ଼ା ସୁରକ୍ଷା ବଳୟ ଭିତରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ । ପରିକ୍ରମା ମାର୍ଗ ବାଲିସାହି ପ୍ରବେଶ ପଥର ଏକ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା । ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା । ସେପଟେ ପରିକ୍ରମା ମାର୍ଗରେ ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍‌ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ଶ୍ରୀମନ୍ଦିରକୁ ଏଭଳି ଧମକପୂର୍ଣ୍ଣ ଲେଖା ଆସିବା ପରେ ମନ୍ଦିର ସୁରକ୍ଷା ନେଇ ଉଠିଛି ପ୍ରଶ୍ନବାଚୀ ।

କଡ଼ା ସୁରକ୍ଷା ବଳୟରେ ଥାଇ ବି ବାରମ୍ୱାର ପ୍ରଶ୍ନ ଉଠୁଛି । କେତେବେଳେ ଡ୍ରୋନ ଉଡୁଛି ତ ଆଉ କେତେବେଳେ ଧମକ । ଏହାରି ଭିତରେ ଶ୍ରୀମନ୍ଦିର ଆତଙ୍କୀ ହମଲା ନେଇ ଆସିଛି ଧମକ୍ । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ନାଁ ମଧ୍ୟ ପରିକ୍ରମା ମାର୍ଗରେ ଉଲ୍ଲେଖ କରାଯାଇଛି । ତେବେ ଏହି ଲେଖା କାହିଁକି ଲେଖିଛି ତାହା ଜଣାପଡିଛି । ସେପଟେ ଏପରି ଘଟଣା ଜଣାପଡିବା ପରେ ବଢିଛି ସୁରକ୍ଷା । ପୋଲିସ ପ୍ରଶାସନ ଆଲର୍ଟ ମୋଡରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି