Masthead

ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁର୍ଲା ଭିସୁଟରେ ଲାଗୁ ହେଲା ଡ୍ରେସ କୋଡ୍‌ । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ।  ଚଳିତବର୍ଷରୁ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ପିନ୍ଧିବେ ୟୁନିଫର୍ମ ।  ଛାତ୍ର- ଫର୍ମାଲ ପେଣ୍ଟ ଓ ସାର୍ଟ, ଛାତ୍ରୀ- ସାଲୱାର କମିଜ୍‌ ଲାଗୁ କରାଯାଇଛି ।  ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଓଢ଼ଣୀ ବାରଣ ରହିଛି ।  ୟୁନିଫର୍ମରୁ ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି ।

ପ୍ରଥମ ବର୍ଷର ଛାତ୍ରଛାତ୍ରୀ ପିନ୍ଧିବେ ଡ୍ରେସକୋଡ । ଚଳିତ ମାସରୁ ପିନ୍ଧିବେ ଡ୍ରେସକୋର୍ଡ ପିନ୍ଧିବେ ଛାତ୍ରଛାତ୍ରୀ । ୨୦୨୫-୨୬ ଶିକ୍ଷାବର୍ଷରେ ଆଡମିଶନ କରିଥିବା ପ୍ରଥମ ବର୍ଷ ପିଲାଙ୍କ ପାଇଁ ଡ୍ରେସ୍‌ କୋଡ ଲାଗୁ କରାଯାଇଛି । ସାଲୱାର କମିଜ ପିନ୍ଧିବେ ଛାତ୍ରୀ । ହେଲେ ଦୁପଟା ପକାଇବେ ନାହିଁ । ସାଲୱାର କମିଜ ସହ ଜାକେଟ୍ ରହିବ । ସେହିପରି ପୁଅମାନେ ପିନ୍ଧିବେ ସାଧାରଣ ଡ୍ରେସ ପିନ୍ଧିବେ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ